ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କଲେ ଗଜପତି ମହାରାଜ

Advertisment

ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି । ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି ।

ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି । ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି ।

snbh

ପୁରୀ: ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି। ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ ।

ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ। ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ।  ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।

ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ।  ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।

rath yatra 2025

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe