ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

Advertisment

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।

chh

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଗତକାଲି ଚଢ଼ଉ ବେଳେ ବିଇଓଙ୍କ ୩ଟି ବହୁତଳ କୋଠା ଠାବ ହୋଇଥିଲା। ଏହାଛଡ଼ା ତାଙ୍କ ଘରୁ ସାଢ଼େ ୬ ଲକ୍ଷ ସହ ବ୍ୟାଙ୍କ ଜମା ୩୫.୬୧ ଲକ୍ଷ ଟଙ୍କା ଠାବ କରାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ସୀତାରାମ ପାତ୍ରଙ୍କ ଛତ୍ରପୁର କାର୍ଯ୍ୟାଳୟ ସମେତ ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ଚଢ଼ଉ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe