ଭୁବନେଶ୍ବର: ଗଞ୍ଜାମଜିଲ୍ଲା ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ମହିଳାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।
ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ କେ. ମାଳତୀ ପ୍ରଧାନ (ସ୍ୱାମୀ - କେ. ରାଜେନ୍ଦ୍ର ପ୍ରଧାନ) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/16/01mohan-majhi-2025-07-16-23-01-01.png)