ହୁମ୍ମାଠାରେ ଦୁର୍ଘଟଣା: ମୃତ ମହିଳାଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲା ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ମହିଳାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

01Mohan Majhi

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ମହିଳାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ କେ. ମାଳତୀ ପ୍ରଧାନ (ସ୍ୱାମୀ - କେ. ରାଜେନ୍ଦ୍ର ପ୍ରଧାନ) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe