ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ଟି ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।
ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।
cmo odisha
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/06/06/EFhtN9flooehn3DjbmUi.jpg)