ଜୟପୁର: ଆଜି ରାଖୀ ପୂର୍ଣ୍ଣିମାରେ ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ବ‌ାଣ୍ଟିଛନ୍ତି ସୁଭଦ୍ରାର ତୃତୀୟ କିସ୍ତି। ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତି ଟଙ୍କା ପାଇବେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଟଙ୍କା ବାଣ୍ଟିଛନ୍ତି। ପରେ ସମସ୍ତ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କାଯିବ। ଏହି କାର୍ଯ୍ୟକ୍ରମରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ ଓ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଅଛନ୍ତି।

Advertisment

ଆଜି ରାଖୀ ପୂର୍ଣ୍ଣିମାରେ ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ବ‌ାଣ୍ଟିଛନ୍ତି ସୁଭଦ୍ରାର ତୃତୀୟ କିସ୍ତି। ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତି ଟଙ୍କା ପାଇବେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଟଙ୍କା ବାଣ୍ଟିଛନ୍ତି। ପରେ ସମସ୍ତ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କାଯିବ। ଏହି କାର୍ଯ୍ୟକ୍ରମରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ ଓ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଅଛନ୍ତି।

ଜୟପୁରରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମେ ଅରବିନ୍ଦ ନଗରସ୍ଥିତ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ରାଖୀ ବାନ୍ଧିଥିଲେ।