ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍  ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ

ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍  ବିଶ୍ବକର୍ମା ଜାତୀୟ କର୍ମଶାଳା। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି।

nj

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍  ବିଶ୍ବକର୍ମା ଜାତୀୟ କର୍ମଶାଳା। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜିତନରାମ ମାଝୀ। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି।

ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍  ବିଶ୍ବକର୍ମା ଜାତୀୟ କର୍ମଶାଳା।ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜିତନରାମ ମାଝୀ।  ଏତଦବ୍ୟତୀତ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ।

 ଏତଦବ୍ୟତୀତ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ। ଠିକ୍ ସେଭଳି ବିଭିନ୍ନ ବିଭାଗର ସଚିବମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି।

cmo odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe