ଦେଢ଼ ଘଣ୍ଟାର ବୈଠକ ପରେ ରାଜଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପ୍ରାୟ ଦେଢ଼ ଘଣ୍ଟାର ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳଙ୍କୁ ଭେଟିବା ଲାଗି ରାଜଭବନରେ ପହଞ୍ଚିଛନ୍ତି। ଏଣେ ବାଚସ୍ପତି ସୁରମା ପାଢ଼ୀ ଓ ଉପ ବାଚସ୍ପତି ଭବାନୀଶଙ୍କର ଭୋଇ ମଧ୍ୟ ରାଜଭବନରେ ପହଞ୍ଚିଛନ୍ତି। 

New Project (18)

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରୀ ବାସଭବନରେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ଦେଢ଼ ଘଣ୍ଟାର ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳଙ୍କୁ ଭେଟିବା ଲାଗି ରାଜଭବନରେ ପହଞ୍ଚିଛନ୍ତି। ଏଣେ ବାଚସ୍ପତି ସୁରମା ପାଢ଼ୀ ଓ ଉପ ବାଚସ୍ପତି ଭବାନୀଶଙ୍କର ଭୋଇ ମଧ୍ୟ ରାଜଭବନରେ ପହଞ୍ଚିଛନ୍ତି। 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରୀ ବାସଭବନରେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ଦେଢ଼ ଘଣ୍ଟାର ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟପାଳଙ୍କୁ ଭେଟିବା ଲାଗି ରାଜଭବନରେ ପହଞ୍ଚିଛନ୍ତି। ଏଣେ ବାଚସ୍ପତି ସୁରମା ପାଢ଼ୀ ଓ ଉପ ବାଚସ୍ପତି ଭବାନୀଶଙ୍କର ଭୋଇ ମଧ୍ୟ ରାଜଭବନରେ ପହଞ୍ଚିଛନ୍ତି। ପ୍ରାୟ ଦେଢ଼ ଘଣ୍ଟାର ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ର୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଥିଲେ।

ସୂଚନା ଅନୁଯାୟୀ, ପ୍ରାୟ ଦେଢ଼ ଘଣ୍ଟାର ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ର୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଥିଲେ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କ’ଣ ଆଲୋଚନା ହୋଇଥିଲା, ସେନେଇ କୌଣସି ସୂଚନା ମିଳିନାହିଁ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe