ଜନ ଅଭିଯୋଗ ଶୁଣାଣି ଜାରି: ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l 

mohan

ଭୁବନେଶ୍ୱର: ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l 
ଅଭିଯୋଗ ଶୁଣାଣି ସ୍ଥଳରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛିl ଅନଲାଇନ ଯୋଗେ ପଞ୍ଜୀକରଣ କରିଥିବା ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ l

ସକାଳୁ ସକାଳୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଳିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଅଭିଯୋଗ ଶୁଣୁଛନ୍ତି। ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଅଭିଯୋଗ ଶୁଣାଣି। ପଞ୍ଜିକରଣ କରିଥିବା ଏକ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି। ପ୍ରଥମେ ଦିବ୍ୟଙ୍ଗଙ୍କ ସହ ଆଲୋଚନା ପରେ ବର୍ତ୍ତମାନ ପ୍ରକୋଷ୍ଠକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe