ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୫ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଟିଆ ଶିଶୁ ବିହାର ପାର୍କରେ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହ ମନ୍ କି ବାତ୍ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ ଏକାମ୍ର ବିଧାୟକ ବାବୁ ସିଂ, ବିଜେପି ନେତା ପ୍ରିୟଦର୍ଶୀ ମିଶ୍ର ଓ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ଭୁବନେଶ୍ଵର ମଧ୍ୟ ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ " ମନ କି" ବାତ କାର୍ଯ୍ୟକ୍ରମ। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ୱାର୍ଡ ନମ୍ୱର୍ ୩୯ ରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ରାଜ୍ୟ ସଭାପତିଙ୍କ ସମେତ ବହୁ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/04/25/lClDroY8syNjocMzzHj9.jpg)