୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି।

01Mohan Majhi

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ସେ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଥିବା ଜଣାଯାଇଛି। ଏଣେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ସେ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଥିବା ଜଣାଯାଇଛି। ଏଣେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe