୧୨ ଲକ୍ଷ ପର୍ଯ୍ୟନ୍ତ ଯାଏ ପଡ଼ିବନି ଆୟକର, ବଜେଟକୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

Advertisment

କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି।

zx

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି।

କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ।

ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ। ୨୦୨୫ -୨୬ ଆର୍ଥିକବର୍ଷ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ବଜେଟ୍ ଉପରେ ଆଜି ଏଭଳି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe