ପରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭଦ୍ରକ ଜିଲ୍ଲା ସମ୍ବାଦ ପ୍ରତିନିଧି ଡ଼. ହରିହର ନାୟକଙ୍କ ଅଧ୍ୟକ୍ଷତାରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରେ ଆଜି 'ସମ୍ବାଦ' ପକ୍ଷରୁ ପରିବେଶ ପଂଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

f0617bc5-dd0f-4c69-a10c-3bd1fc0dc92c

ଭଣ୍ଡାରିପୋଖରୀ: ଭଦ୍ରକ ଜିଲ୍ଲା ସମ୍ବାଦ ପ୍ରତିନିଧି ଡ଼. ହରିହର ନାୟକଙ୍କ ଅଧ୍ୟକ୍ଷତାରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରେ ଆଜି 'ସମ୍ବାଦ' ପକ୍ଷରୁ ପରିବେଶ ପଂଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଡ଼. ହରିହର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ନିହାତି ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ।

16f80974-1034-4e26-9f11-80c2fd1258ef

ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ, ଜିଲ୍ଲା ପରିଷଦ ସଦସ୍ୟ ଲକ୍ଷ୍ମୀଧର ସାହୁ, ବିଦ୍ୟା ମନ୍ଦିର ପ୍ରଧାନଆଚାର୍ଯ୍ୟ ଶରତ ଚନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗଦେଇ ପରିବେଶ ଉପଯୋଗୀ ବିଭିନ୍ନ ବକ୍ତବ୍ୟ ପ୍ରଦାନ କରିଥିଲେ। ଭଣ୍ଡାରିପୋଖରୀ ସମ୍ବାଦ ପ୍ରତିନିଧି  ବିକାଶ ବେହେରା ଧନ୍ୟବାଦ ଦେଇଥିଲେ।

Bhadrak 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe