କେନ୍ଦୁଝରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଠାରୁ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଅଛନ୍ତି। ଏହି ଅବସରରେ ସେ ଆଜି କେନ୍ଦୁଝରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଯାଇଥିଲେ। ସେଠାରେ ସେ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରିଥିଲେ।
/sambad/media/media_files/2024/10/31/FzM2RrymdNpoUMUX3MrP.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)