Leading Gallery କେନ୍ଦୁଝରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। Advertisment ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଠାରୁ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଅଛନ୍ତି। ଏହି ଅବସରରେ ସେ ଆଜି କେନ୍ଦୁଝରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଯାଇଥିଲେ। ସେଠାରେ ସେ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରିଥିଲେ। October 31, 2024, 10:54 PM IST ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଠାରୁ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଅଛନ୍ତି। ଏହି ଅବସରରେ ସେ ଆଜି କେନ୍ଦୁଝରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଯାଇଥିଲେ। ସେଠାରେ ସେ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରିଥିଲେ। 31 Oct 2024 22:54 IST Mahendra Sahu Follow Us Keonjhar CM Mohan Charan Majhi