ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।
ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।
CM Mohan Charan Majhi
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/06/27/ff001dbe-bfa6-4e51-8897-17161f0b5357-2025-06-27-17-54-25.jpg)