ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

Advertisment

ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦  ତାରିଖ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଭୁବନେଶ୍ବରରେ ଜନଶୁଣାଣି ହେବ। 

ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦  ତାରିଖ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଭୁବନେଶ୍ବରରେ ଜନଶୁଣାଣି ହେବ। 

ff001dbe-bfa6-4e51-8897-17161f0b5357

ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦  ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ  ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।  


ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

CM Mohan Charan Majhi

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe