ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ କରାଯିବ: କେ.ଭି ସିଂହଦେଓ

କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ।

ଅଟକିଲା କେଭିଙ୍କ ବିଜୟ ରଥ, ସ୍ତ୍ରୀ ସଂଗୀତାଙ୍କ ୪ର୍ଥ ପାଳି

ଭୁବନେଶ୍ବର:ଗତକାଲି ଅଚଳାବସ୍ଥା ଦେଖା ଦେଇଥିବା ବେଳେ ଆଜି ବିଧାନସଭା ଶୀତାକାଳୀନ ଅଧିବେଶନର ଦ୍ୱିତୀୟ ଦିନ ସ୍ବାଭାବିକ ହୋଇଛି ସ୍ଥିତି। ଆଜି ଚାଲିଥିବା ପ୍ରଶ୍ନକାଳରେ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ।

କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ। 

ଏକ ପ୍ରଶ୍ନର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ  କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ ବୋଲି କେ.ଭି ସିଂହଦେଓ ସୂଚନା ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe