ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

Advertisment

ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମଣ୍ଡିରେ ଧାନ ଓଦା ହେବା ସମ୍ଭାବନା କମ୍। ବିଲରେ ବର୍ଷା ଯୋଗୁଁ ଗଜା ହୋଇ ଯାଇପାରେ । ବର୍ଷା କମିଲେ ଧାନ ଶୁଖିଲା ପରେ ମଣ୍ଡିରେ କିଣାଯିବ ବୋଲି ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି।

ଜଚୀ

ଭୁବନେଶ୍ବର: ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଏହି ଘୋଷଣା ଚାଷୀଙ୍କ ମନରେ ନୂଆ ଆଶାର ସଞ୍ଚାର କରିବ। ଧାନ ନଷ୍ଟ ହେଲେ କ୍ଷତିପୂରଣ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ମଣ୍ଡିରେ ଧାନର ସୁରକ୍ଷା ପାଇଁ ଜରି ପାଲର ବ୍ୟବସ୍ଥା କରାଯାଇଛି ।

ମଣ୍ଡିରେ ଧାନ ଓଦା ହେବା ସମ୍ଭାବନା କମ୍। ବିଲରେ ବର୍ଷା ଯୋଗୁଁ ଗଜା ହୋଇ ଯାଇପାରେ । ବର୍ଷା କମିଲେ ଧାନ ଶୁଖିଲା ପରେ ମଣ୍ଡିରେ କିଣାଯିବ ବୋଲି ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe