ରେଡ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା କନେଷ୍ଟବଳ କନେଷ୍ଟବଳ ଶୁଭମିତ୍ରା ହତ୍ୟା ମାମଲା

ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ।

Subhamitra Murder Case

ଭୁବନେଶ୍ବର: ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ।  କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। କମିସନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ।

ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ।  କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। କମିସନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ। କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼। କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ହେବ।

କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼। କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ହେବ। ସିଏଡବ୍ଲ୍ୟୁ ଆଣ୍ଡସିଡବ୍ଲ୍ୟୁ କେସକୁ ମନିଟର କରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe