ଭିତରକନିକାରେ ଆରମ୍ଭ ହେଲା ବଉଳା କୁମ୍ଭୀର ଗଣନା

ଭିତରକନିକାରେ ଆଜିଠୁ ଆରମ୍ଭ ହୋଇଛି ବଉଳା କୁମ୍ଭୀର ଗଣନା। ଭିତରକନିକା ସମେତ ରାଜନଗର ବନଖଣ୍ଡ ଅଧୀନ ୫ଟି ରେଞ୍ଜର ନଦୀ ନାଳରେ ଥିବା କୁମ୍ଭୀରମାନଙ୍କୁ ଗଣନା କରାଯାଉଛି। ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ଼କ୍ଟର ସୁଧାକରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟ କରାଯାଉଛି।

ନଦୀକୁ ମାଛ ଧରିବାକୁ ଯାଇଥିବା ଯୁବକ କୁମ୍ଭୀର ହାବୁଡରୁ ଅଳ୍ପକେ ବର୍ତ୍ତିଗଲେ, ଦେଖନ୍ତୁ ଏହି ଭିଡିଓ

କେନ୍ଦ୍ରାପଡ଼ା: ଭିତରକନିକାରେ ଆଜିଠୁ ଆରମ୍ଭ ହୋଇଛି ବଉଳା କୁମ୍ଭୀର ଗଣନା। ଭିତରକନିକା ସମେତ ରାଜନଗର ବନଖଣ୍ଡ ଅଧୀନ ୫ଟି ରେଞ୍ଜର ନଦୀ ନାଳରେ ଥିବା କୁମ୍ଭୀରମାନଙ୍କୁ ଗଣନା କରାଯାଉଛି। ବନବିଭାଗ ତରଫରୁ ୨୨ଟି ଟିମ ଗଠନ କରାଯାଇଛି। ପ୍ରତି ଟିମରେ ୭ରୁ ୮ ଜଣ ଲେଖାଏଁ ବନ କର୍ମଚାରୀ ଅଛନ୍ତି।

 ପ୍ରାଣୀ ବୈଜ୍ଞାନିକମାନଙ୍କୁ ମଧ୍ୟ ଗଣନା କାର୍ଯ୍ୟରେ ସାମିଲ କରାଯାଇଛି। ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ଼କ୍ଟର ସୁଧାକରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe