ଭୁବନେଶ୍ବର: ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ। ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଅଧିକ ଘନୀଭୂତ ହୋଇ ଅବପାତ ହେବ।ଏଣେ ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଅତିକ୍ରମ କରିବାର ସମ୍ଭାବନା ରହିଛି। ଏଣେ ୨୫ ତାରିଖରେ ଏନେଇ ଆଗୁଆ ସତର୍କ କରାଇଲେ ଏସ୍ଆର୍ସି।
୨୪ ଘଣ୍ଟାରେ ଲଘୁଚାପ, ୨୩ରେ ବାତ୍ୟା ସମ୍ଭାବନା
୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)