୨୪ ଘଣ୍ଟାରେ ଲଘୁଚାପ, ୨୩ରେ ବାତ୍ୟା ସମ୍ଭାବନା

Advertisment

୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ।

୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ।

cyclone

ଭୁବନେଶ୍ବର: ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ। ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଅଧିକ ଘନୀଭୂତ ହୋଇ ଅବପାତ ହେବ।ଏଣେ ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଅତିକ୍ରମ କରିବାର ସମ୍ଭାବନା ରହିଛି। ଏଣେ ୨୫ ତାରିଖରେ  ଏନେଇ ଆଗୁଆ ସତର୍କ କରାଇଲେ ଏସ୍ଆର୍ସି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe