ମୋବାଇଲ ଟାୱାର ତଳୁ ୧୦ ବର୍ଷିୟା ନାବାଳିକାର ମୃତଦେହ ଉଦ୍ଧାର

ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ମୋବାଇଲ ଟାୱାର ପାଚେରୀ ପାର୍ଶ୍ୱରୁ ଜଣେ ୧୦ ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣଙ୍କ ଆଜି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ।

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

ତେନ୍ତୁଳିଖୁଣ୍ଟି: ନବରଂଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ମୋବାଇଲ ଟାୱାର ପାଚେରୀ ପାର୍ଶ୍ୱରୁ ଜଣେ ୧୦ ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣଙ୍କ ଆଜି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରିନଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ।

ନାବାଳିକା ଜଣଙ୍କ ଆଜି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରିନଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ। ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଝିଅର ସମସ୍ତ ସାଙ୍ଗସାଥି ଏବଂ ପୋଡଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିଲା।

ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଝିଅର ସମସ୍ତ ସାଙ୍ଗସାଥି ଏବଂ ପୋଡଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ପରେ ବୋହୁ ଖୋଜଖୋଜି କରି ରାତି ପ୍ରାୟ ୮ ଘଣ୍ଟିକା ସମୟରେ ଗ୍ରାମର ମୋବାଇଲ ଟାୱାର ପାଚେରୀ ପାର୍ଶ୍ୱରୁ ଝିଅର ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଝିଅର ଦୁଇ ହାତ ବନ୍ଧା ଯାଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିରୁ ଏହା ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏନେଇ ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀ ଗୋପାଳ କୃଷ୍ଣ ଆଗୁପାତ୍ରଙ୍କୁ ପଚାରିବାରୁ ସେ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଥିବା କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe