କଟକ: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି।
ଶିଶୁଟିର ବୟସ ୬ ମାସରୁ ୧ ବର୍ଷ
ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।
ଆହୁରି ପଢ଼ନ୍ତୁ Shreemayee Mishra, BJD: ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ପରେ ବିଜେଡିକୁ ଶ୍ରୀମୟୀଙ୍କ ‘ବିପ୍ଳବ-ବିଦ୍ରୋହ-ବିନାଶ’ର ବାଣ !
ଆଜି ସକାଳୁ ଆନିକଟର ୯୩ ନମ୍ବର ଗେଟ ତଳେ ଏକ ଅଜଣା ଶିଶୁର ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ।
ଆହୁରି ପଢ଼ନ୍ତୁ Debashis' explosive statement: ବିଜେଡି ସ୍ଥିତିକୁ ନେଇ ଦେବାଶିଷଙ୍କ ବିସ୍ଫୋରକ ବୟାନ
ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସ ଓ ଅଗ୍ନିଶମ ବିଭାଗର ଟିମ ପହଞ୍ଚି, ମୃତ ଶିଶୁକୁ ଉଦ୍ଧାର କରିବା ସହ ପୁଲିସକୁ ଜିମା ଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/11/26/untitled-2025-11-26-09-41-57.png)