Dead Body Baby Girl Rescued ମହାନଦୀରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର

Advertisment

କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର Dead Body ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି  ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।

କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର Dead Body ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି  ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।

Untitled

dead body of baby girl rescued from mahanadi Photograph: (sambad.in)

କଟକ: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି  ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି।

ଶିଶୁଟିର ବୟସ ୬ ମାସରୁ ୧ ବର୍ଷ

ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର ବୟସ ୬ ମାସରୁ ୧ ବର୍ଷ ବୋଲି ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ Shreemayee Mishra, BJD: ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ପରେ ବିଜେଡିକୁ ଶ୍ରୀମୟୀଙ୍କ ‘ବିପ୍ଳବ-ବିଦ୍ରୋହ-ବିନାଶ’ର ବାଣ !

ଆଜି ସକାଳୁ ଆନିକଟର ୯୩ ନମ୍ବର ଗେଟ ତଳେ ଏକ ଅଜଣା ଶିଶୁର ମୃତଦେହ  ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ।

ଆହୁରି ପଢ଼ନ୍ତୁ Debashis' explosive statement: ବିଜେଡି ସ୍ଥିତିକୁ ନେଇ ଦେବାଶିଷଙ୍କ ବିସ୍ଫୋରକ ବୟାନ

ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସ ଓ ଅଗ୍ନିଶମ ବିଭାଗର ଟିମ ପହଞ୍ଚି, ମୃତ ଶିଶୁକୁ ଉଦ୍ଧାର କରିବା ସହ ପୁଲିସକୁ ଜିମା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe