ରିଆମାଳ: ଦେବଗଡ଼ଜିଲ୍ଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ସୁରଙ୍ଗିପାଳ ତାରିଣୀ ମନ୍ଦିର ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।
/sambad/media/media_files/2025/02/18/eY9MuJRV3MTxGcOtueHn.jpg)
ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ସୁରଙ୍ଗିପାଳ ତାରିଣୀ ମନ୍ଦିର ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ ଓ ଫରେଷ୍ଟର ତପନ ନାୟକ ପହଞ୍ଚିଛନ୍ତି। ଏହି ଦନ୍ତାହାତୀଟି ଦୀର୍ଘ ଦିନ ହେଲା ଅଞ୍ଚଳରେ ଉପଦ୍ରବ କରି ଚାଲିଥିବା ବେଳେ ବହୁ ଜୀବନହାନି ଘଟାଇଥିଲା।
ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ ଓ ଫରେଷ୍ଟର ତପନ ନାୟକ ପହଞ୍ଚିଛନ୍ତି। ଏହି ଦନ୍ତାହାତୀଟି ଦୀର୍ଘ ଦିନ ହେଲା ଅଞ୍ଚଳରେ ଉପଦ୍ରବ କରି ଚାଲିଥିବା ବେଳେ ବହୁ ଜୀବନହାନି ଘଟାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/11/11/elephant-baisinga.jpeg)