ଦନ୍ତାହାତୀର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

Advertisment

ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ଅନ୍ତର୍ଗତ ସୁରଙ୍ଗିପାଳ ତାରିଣୀ ମନ୍ଦିର ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।

Updated On

ଅଦ୍ୟତନ ହୋଇଛି

ରିଆମାଳ: ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ସୁରଙ୍ଗିପାଳ ତାରିଣୀ ମନ୍ଦିର ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।

za

ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ସୁରଙ୍ଗିପାଳ ତାରିଣୀ ମନ୍ଦିର ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ ଓ ଫରେଷ୍ଟର ତପନ ନାୟକ ପହଞ୍ଚିଛନ୍ତି। ଏହି ଦନ୍ତାହାତୀଟି ଦୀର୍ଘ ଦିନ ହେଲା ଅଞ୍ଚଳରେ ଉପଦ୍ରବ କରି ଚାଲିଥିବା ବେଳେ ବହୁ ଜୀବନହାନି ଘଟାଇଥିଲା।

ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ ଓ ଫରେଷ୍ଟର ତପନ ନାୟକ ପହଞ୍ଚିଛନ୍ତି। ଏହି ଦନ୍ତାହାତୀଟି ଦୀର୍ଘ ଦିନ ହେଲା ଅଞ୍ଚଳରେ ଉପଦ୍ରବ କରି ଚାଲିଥିବା ବେଳେ ବହୁ ଜୀବନହାନି ଘଟାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe