ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଅଭିଯୋଗ: ନାଳରୁ କ୍ଷତାକ୍ତ ମୃତଦେହ ଉଦ୍ଧାର

ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧଗାଁରେ ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ରାଉତଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଘର ପାଖ ନାଳରୁ ମିଳିଛି ଶବ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିତ୍ତରଞ୍ଜନ ରାଉତଙ୍କୁ ହତ୍ୟା କରାଯାଇଥିବା ହତ୍ୟା ସନ୍ଦେହ କରାଯାଉଛି।

ହାେ

ଭଦ୍ରକ:ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧ ଗାଁରେ ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ରାଉତଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଘର ପାଖ ନାରୁ ମିଳିଛି ଶବ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିତ୍ତରଞ୍ଜନ ରାଉତଙ୍କୁ ହତ୍ୟା କରାଯାଇଥିବା ହତ୍ୟା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି।

ଗତକାଲି ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ରାଉତ ଅଷ୍ଟପ୍ରହରୀରେ ଯୋଗ ଦେବାକୁ ଯାଇଥିଲେ। ହେଲେ ସେ ଘରକୁ ଫେରିନଥିଲେ। ଘରଲୋକେ ତାଙ୍କୁ ଫୋନ୍ କରିଥିଲେ ବି କିଛି ଖବର ମିଳିନଥିଲା।

ସୂଚନା ଅନୁଯାୟୀ, ସେ ଗତକାଲି ଅଷ୍ଟପ୍ରହରୀରେ ଯୋଗ ଦେବାକୁ ଯାଇଥିଲେ। ହେଲେ ସେ ଘରକୁ ଫେରିନଥିଲେ। ଘରଲୋକେ ତାଙ୍କୁ ଫୋନ୍ କରିଥିଲେ ବି କିଛି ଖବର ମିଳିନଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe