ଭୁବନେଶ୍ବର: ରାଜଧାନୀର ଇନଫୋସିଟି ଥାନା ଅନ୍ତର୍ଗତ ଆଦର୍ଶ ବିହାର କଲୋନିରେ ଥିବା ଏକ ଘରୋଇ ଲେଡିଜ୍ ହଷ୍ଟେଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସୋନାଲି ସଂଘମିତ୍ରା ପରିଡ଼ା। ସେ ଜଣେ ଫୁଡ ବ୍ଲଗର୍ ଭାବେ ଜଣାଶୁଣା। ଗତକାଲି ରାତିରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ ରହୁଥିବା ବାଥରୁମରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।
ସୋନାଲି ସଂଘମିତ୍ରାଙ୍କ ପରିବାରଲୋକେ ଝିଅକୁ ହତ୍ୟା କରାଯାଇଥିବା ନେଇ ଇନଫୋସିଟି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଣେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।ମୃତା ସୋନାଲି ସଂଘମିତ୍ରା ପରିଡ଼ାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଅଞ୍ଚଳରେ ବୋଲି ସୂଚନା ରହିଛି। ସେ ଏକ ବେସରକାରୀ କଂପାନିରେ କାର୍ଯ୍ୟ କରୁଥିଲେ।
ତେଣେ ସୋନାଲି ସଂଘମିତ୍ରାଙ୍କ ପରିବାରଲୋକେ ଝିଅକୁ ହତ୍ୟା କରାଯାଇଥିବା ନେଇ ଇନଫୋସିଟି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଣେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।ପୁଲିସ ସୋନାଲି ସଂଘମିତ୍ରାଙ୍କ ମୋବାଇଲକୁ ଜବତ କରି ଖୋଳତାଡ଼ କରୁଛି।
ମୃତା ସୋନାଲି ସଂଘମିତ୍ରା ପରିଡ଼ାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଅଞ୍ଚଳରେ ବୋଲି ସୂଚନା ରହିଛି। ସେ ଏକ ବେସରକାରୀ କଂପାନିରେ କାର୍ଯ୍ୟ କରୁଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/12/30/Itqrkzrn9CnNwWY2Ydtz.jpg)