ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଯୁବ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଏକ କୋଠରୀରୁ ଝୁଲନ୍ତା ଅବସ୍ଥାରେ ଯୁବ ଫାର୍ମାସିଷ୍ଟଙ୍କ ମୃତଦେହକୁ ଜବତ କରିଛି ଖଜୁରୀପଦା ପୁଲିସ।

bgf

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଏକ କୋଠରୀରୁ ଝୁଲନ୍ତା ଅବସ୍ଥାରେ ଯୁବ ଫାର୍ମାସିଷ୍ଟଙ୍କ ମୃତଦେହକୁ ଜବତ କରିଛି ଖଜୁରୀପଦା ପୁଲିସ। ଗତକାଲି ରାତ୍ରିରେ କୌଣସି କାରଣରୁ ଯୁବକଜଣକ ବେକରେ ରସି ଲଗେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ଯୁବକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ସେ ୧୦୮ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଦେଇଥିବା ସୂଚନା ମୁତାବକ ସାଇଣ୍ଟିଫିକ ଟିମ୍ ଆସି ତଦନ୍ତ କରିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe