ରେଳ ୱାଗନ ଭିତରୁ ଅଖାବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର

ରେଳ ୱାଗନ ଭିତରୁ ଅଖାବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର l ଝାରସୁଗୁଡ଼ା ଜିଲ୍ଲା ସ୍ଥିତ ଏମସିଏଲ ଲଖନପୁର ଖଣିକ୍ଷେତ୍ରର ବିଓସିଏମ ସାଇଡିଙ୍ଗ ନମ୍ବର ୩କୁ କୋଇଲା ନେବା ପାଇଁ ଆସିଥିବା ରେଳ ଗାଡ଼ିର ୱାଗନରୁ ଅଖା ବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର ହୋଇଛି l

00

ଝାରସୁଗୁଡ଼ା: ରେଳ ୱାଗନ ଭିତରୁ ଅଖାବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର l ଝାରସୁଗୁଡ଼ା ଜିଲ୍ଲା ସ୍ଥିତ ଏମସିଏଲ ଲଖନପୁର ଖଣିକ୍ଷେତ୍ରର ବିଓସିଏମ ସାଇଡିଙ୍ଗ ନମ୍ବର ୩କୁ କୋଇଲା ନେବା ପାଇଁ ଆସିଥିବା ରେଳ ଗାଡ଼ିର ୱାଗନରୁ ଅଖା ବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର ହୋଇଛି l

 ଝାରସୁଗୁଡା ଜିଲ୍ଲା ପୁଲିସ, ରେଳବାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ମହିଳାଙ୍କ ପରିଚୟ ମିଳିନଥିବାବେଳେ ଛତିଶଗଡ଼ ଅଗଲତାରାରୁ କୋଇଲା ନେବା ପାଇଁ ବିଓସିଏମ ସାଇଡିଂ ନମ୍ବର ୩କୁ ଏହି ରେଳ ଗାଡ଼ିଟି ଆସିଥିବା ଜଣାପଡିଛି l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe