ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

Advertisment

ଆଜି ସକାଳେ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଆଜି ସକାଳେ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

Dead

ଭୁବନେଶ୍ବର: ଆଜି ସକାଳେ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖଣ୍ଡଗିରି ପାହାଡ଼ ତଳେ ଆଜି ସକାଳେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଯୁବକଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ତେବେ ଏଯାଏ ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ମୃତକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ଏନେଇତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe