ଶ୍ୱେତଗଙ୍ଗାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳର ଗୋବିନ୍ଦ ବିନ୍ଧାଣି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ କରିଛି।

ୂର

ପୁରୀ: ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ସକାଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ବେଣାପୁରର ଗୋବିନ୍ଦ ବିନ୍ଧାଣି। ତାଙ୍କର ବୟସ ୨୦ ବର୍ଷ। ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ଏହା ସହିତ ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। 

ଆଜି ସକାଳୁ ସକାଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳର ଗୋବିନ୍ଦ ବିନ୍ଧାଣି। ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ଏହା ସହିତ ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। କେଉଁ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଛି, ତାହା ଜଣାପଡ଼ିନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା ତା’ର କାରଣ ଏବେ ବି ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ କରିଛି।

କେଉଁ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଛି, ତାହା ଜଣାପଡ଼ିନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା ତା’ର କାରଣ ଏବେ ବି ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ କରିଛି।

Death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe