ରାଜଧାନୀରୁ ମିଳିଲା ଯୁବକଙ୍କ ମୁଣ୍ଡକଟା ମୃତଦେହ

Advertisment

ଆଜି ସକାଳେ ରାଜଧାନୀରୁ ମିଳିଛି ଜଣେ ଯୁବକଙ୍କ ମୁଣ୍ଡକଟା ମୃତଦେହ। ଭୋର ସମୟରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ଏହି ହତ୍ୟାକାଣ୍ଡ ଘଟିଛି।

ଆଜି ସକାଳେ ରାଜଧାନୀରୁ ମିଳିଛି ଜଣେ ଯୁବକଙ୍କ ମୁଣ୍ଡକଟା ମୃତଦେହ। ଭୋର ସମୟରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ଏହି ହତ୍ୟାକାଣ୍ଡ ଘଟିଛି।

Dead

ଭୁବନେଶ୍ବର: ଆଜି ସକାଳେ ରାଜଧାନୀରୁ ମିଳିଛି ଜଣେ ଯୁବକଙ୍କ ମୁଣ୍ଡକଟା ମୃତଦେହ। ଭୋର ସମୟରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ଏହି ହତ୍ୟାକାଣ୍ଡ ଘଟିଛି। ଓଭରବ୍ରିଜ ଉପରେ ପଡ଼ିଥିଲା ମୁଣ୍ଡବିହୀନ ମୃତଦେହ। ଘଟଣାସ୍ଥଳରେ ଏକ ସ୍କୁଟି ମଧ୍ୟ ରହିଥିବାର ଦେଖିବାକୁ ମିଳିଥିଲା। ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ କିଏ ଓ କାହିଁକି ଏଭଳି ବିଭତ୍ସ ହତ୍ୟା କଲା, ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୁଲିସ ଘଟଣାସ୍ଥଳରେ ଛାନଭିନ ଚଳାଇଛି।
ଏଣେ ମୃତକଙ୍କ ପରିଚୟ ମିଳିଛି। ମୃତକଙ୍କ ନାଁ ସହଦେଵ ନାୟକ, ତାଙ୍କର ଘର କେଦାରପଲ୍ଲୀ। ସେ ସଫେଇ କର୍ମଚାରୀଙ୍କ ନେତୃତ୍ୱ ନେଉଥିଲେ। ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ ଉପୁଜିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe