ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ଉପ- ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ଦିଲ୍ଲୀର ରାମଲୀଲା ମୈଦାନରେ ଏକ ବିଶେଷ କାର୍ଯ୍ୟକ୍ରମରେ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବେ ଓ ତାଙ୍କ ନେତୃତ୍ୱରେ ଦିଲ୍ଲୀ କେନ୍ଦ୍ର ଶାସିତ ଅଞ୍ଚଳର ନୂତନ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଉପ- ମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡ଼ା ଯୋଗ ଦେବେ।

ନିର୍ଭୟା ଦୋଷୀମାନଙ୍କୁ ଫାଶୀ ମିଳିବା ପରେ... ଆଇନର ଗଳାବାଟ ବନ୍ଦ କର, ଅନେକ ପୀଡ଼ିତା ନ୍ୟାୟ ପାଇବେ: ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ଆଜି ଦିଲ୍ଲୀର ରାମଲୀଲା ମୈଦାନରେ ଏକ ବିଶେଷ କାର୍ଯ୍ୟକ୍ରମରେ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବେ ଓ ତାଙ୍କ ନେତୃତ୍ୱରେ ଦିଲ୍ଲୀ କେନ୍ଦ୍ର ଶାସିତ ଅଞ୍ଚଳର ନୂତନ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଉପ- ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ନୂତନ ସରକାରଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଭବିଷ୍ୟତ ପାଇଁ ସେମାନଙ୍କୁ ଶୁଭକାମନା ପ୍ରଦାନ କରିବେ।

ଆଜି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ଗ୍ରହଣ କରିବେ। ଶାଲିମାର ବାଗରୁ ପ୍ରଥମ ଥର ପାଇଁ ବିଜେପି ବିଧାୟକ ହୋଇଥିବା ରେଖା ଗୁପ୍ତା ଆଉ ମାତ୍ର ସମୟ ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ। ଏଥିଲାଗି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପ- ମୁଖ୍ୟମନ୍ତ୍ରୀମାନେ ଶପଥଗ୍ରହଣ ସ୍ଥଳରେ ପହଞ୍ଚିଲେଣି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe