ଖଣି ଚୋରି ଘଟଣାର ସାତ ଦିନ ପରେ ରାଉରକେଲା ଉପ ନିର୍ଦ୍ଦେଶକଙ୍କ ତଦନ୍ତ ଆରମ୍ଭ

Advertisment

ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି।

ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି।

bhi

ସୁନ୍ଦରଗଡ଼: ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି। ତେଲେନଡିହି ଏବଂ ରତନସରା ବେଆଇନ ଖଣି ଉପରେ ତଦନ୍ତ କରୁଛନ୍ତି ଏହି ଟିମ୍।

ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଖଣି ଉପନିର୍ଦ୍ଦେଶକ ବିମ୍ବାଧର ସେଠୀ । ଏହି ଟମରେ ତାଙ୍କ ସହ କନିଷ୍ଠ  ଖଣି ଅଧିକାରୀ ମଙ୍ଗଳ ଚରଣ ହେମ୍ରମ ଓ  ଅଜୟ କୁମାରଙ୍କ ସମେତ ୯ ଜଣିଆ ସଦସ୍ୟ ରହିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe