ସୁନ୍ଦରଗଡ଼ରେ ଖଣି ଚୋରି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାନସଭା ଉପବାଚସ୍ପତି ଭବାନୀ ଭୋଇ

Advertisment

ରାଜ୍ୟ ସରକାରଙ୍କୁ ସତ ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ। ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।

ରାଜ୍ୟ ସରକାରଙ୍କୁ ସତ ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ। ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।

bh

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କୁ ସତ ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ। ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସେ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।

ସୁନ୍ଦରଗଡ଼ରେ ଖଣି ଚୋରିରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ , ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ଉପବାଚସ୍ପତି। ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ। ଯଥା ଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଉପବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏଥିରେ ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ବି ଦାବି କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ସୀମାନ୍ତ ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ଏଥରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ , ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ଉପବାଚସ୍ପତି। ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ। ଯଥା ଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଉପବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ।

ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ବି ଦାବି କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ସୀମାନ୍ତ ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe