ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ବଡ଼ଭାଇର ଜୀବନ, ସାନ ଗୁରୁତର

Advertisment

ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅମୃତଲୁ ଗ୍ରାମରେ ଆଜି ସକାଳେ ଏକ ହତ୍ୟାକାଣ୍ଡ ଘଟିଛି। ଗଣେଶ ଭସାଣି ସମୟରେ ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ବଡ଼ଭାଇଙ୍କ ମୃତ୍ୟୁ ହୋଇଥିବା ବେଳେ, ସାନଭାଇଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। 

ମଞ୍ଚରେ କରେଣ୍ଟ୍‌ ଚାର୍ଜ ଘଟଣା: ବନ୍ଧା ହୋଇ ଜେଲ୍ ଗଲେ ୫, ଆଇସିୟୁରେ ୨ ପୀଡ଼ିତ

ସୋରଡା: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅମୃତଲୁ ଗ୍ରାମରେ ଆଜି ସକାଳେ ଏକ ହତ୍ୟାକାଣ୍ଡ ଘଟିଛି। ଗଣେଶ ଭସାଣି ସମୟରେ ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ବଡ଼ଭାଇର ମୃତ୍ୟୁ ହୋଇଥିବା ବେଳେ, ସାନ ଭାଇ ଗୁରୁତର ଥିବା ଜଣାଯାଇଛି। ମୃତକ ହେଲେ ବାବୁ ସ୍ୱାଇଁ ଓ ଆହତଜଣକ ଜିତୁ ସ୍ୱାଇଁ। 

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେଣେ ଗୁରୁତର ଅବସ୍ଥାରେ ଜିତୁ ସ୍ୱାଇଁଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe