ବାରିପଦା: ଆଖି ବୁଜିଲା ବନବିଭାଗର ପୋଷା ହାତୀ ଯଶୋଦା। ୬ ମାସ ତଳେ ଯଶୋଦାକୁ ଚନ୍ଦକା ଅଭୟାରଣ୍ୟରୁ ଶିମିଳିପାଳକୁ ଅଣାଯାଇଥିଲା। ଆସିବା ସମୟରୁ ଯଶୋଦା ଅସୁସ୍ଥ ରହିଆସୁଥିଲା। ଗତ ତିନିମାସ ହେବ ତାର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଅନେକ ବିଶେଷଜ୍ଞ ଡାକ୍ତରଙ୍କ ଦ୍ଵାରା ତାର ଚିକିତ୍ସା ଜାରି ରହିଥିଲା। ହେଲେ କୌଣସି ସୁଫଳ ମିଳିନଥିଲା। ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଜେନାବିଲ୍ ରେ ତାର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ଯଶୋଦାର ବୟସ ୬୦ ବର୍ଷ ହୋଇଥିବା ନେଇ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଖି ବୁଜିଲା ବନବିଭାଗର ପୋଷା ହାତୀ ‘ଯଶୋଦା’
ଆଖି ବୁଜିଲା ବନବିଭାଗର ପୋଷା ହାତୀ ଯଶୋଦା। ୬ ମାସ ତଳେ ଯଶୋଦାକୁ ଚନ୍ଦକା ଅଭୟାରଣ୍ୟରୁ ଶିମିଳିପାଳକୁ ଅଣାଯାଇଥିଲା। ଆସିବା ସମୟରୁ ଯଶୋଦା ଅସୁସ୍ଥ ରହିଆସୁଥିଲା। ଗତ ତିନିମାସ ହେବ ତାର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିଲା।
/sambad/media/media_files/2024/11/04/GWiuVxirySSeguGFZHpu.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)