ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ

ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି

ଅଦ୍ୟତନ ହୋଇଛି
bh

ଭୁବନେଶ୍ୱର: ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି।

ଖବର ଅନୁଯାୟୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କର ବ୍ୟବସାୟ କାରବାର, ଆର୍ଥିକ କାରବାର ଏବଂ ସମ୍ପତ୍ତି ଅଧିଗ୍ରହଣ ଉପରେ ଯାଞ୍ଚ କରୁଛି ଇଡି। ଆର୍ଥିକ ଅନିୟମିତତା ତଥା ଖଣି ନିୟମର ଉଲ୍ଲଂଘନ ଘଟଣାର ତଦନ୍ତ ଚାଲିଥିବା ଜଣାଯାଇଛି।  ଆଜି ସକାଳୁ ଏକ ଟିମ୍ ଚଢ଼ଉ କରୁଥିବା ବେଳେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ଆର୍ଥିକ ଅନିୟମିତତା ତଥା ଖଣି ନିୟମର ଉଲ୍ଲଂଘନ ଘଟଣାର ତଦନ୍ତ ଚାଲିଥିବା ଜଣାଯାଇଛି। ଖବର ଅନୁଯାୟୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କର ବ୍ୟବସାୟ କାରବାର, ଆର୍ଥିକ କାରବାର ଏବଂ ସମ୍ପତ୍ତି ଅଧିଗ୍ରହଣ ଉପରେ ଯାଞ୍ଚ କରୁଛି ଇଡି। ଆଜି ସକାଳୁ ଏକ ଟିମ୍ ଚଢ଼ଉ କରୁଥିବା ବେଳେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe