ଆରପାରିରେ କାଇଚଟଣୀ ଗବେଷକ ଇଂ ନୟାଧର ପଢିଆଲ

Advertisment

ଆରପାରିରେ କାଇଚଟଣୀ ଗବେଷକ ଇଂ ନୟାଧର ପଢିଆଲ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ହୃଦରୋଗ ଜନିତ ଚିକିତ୍ସା ଚାଲିଥିବା ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। କରୋନା କାଳରେ ତାଙ୍କ ପ୍ରଚେଷ୍ଟାରେ କାଇଚଟଣୀକୁ ଭାରତ ସରକାରଙ୍କ ପକ୍ଷରୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିପାରିଥିଲା।

nj

ବାରିପଦା: ଆରପାରିରେ କାଇଚଟଣୀ ଗବେଷକ ଇଂ ନୟାଧର ପଢିଆଲ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ହୃଦରୋଗ ଜନିତ ଚିକିତ୍ସା ଚାଲିଥିବା ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। କରୋନା କାଳରେ ସାଧାରଣରେ କାଇଚଟଣୀର ଔଷଧୀୟ ଗୁଣ ବିଷୟରେ ଅବଗତ କରାଇବା ସହ ତାଙ୍କ ପ୍ରଚେଷ୍ଟାରେ କାଇଚଟଣୀକୁ ଭାରତ ସରକାରଙ୍କ ପକ୍ଷରୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିପାରିଥିଲା।

କରୋନା କାଳରେ ସାଧାରଣରେ କାଇଚଟଣୀର ଔଷଧୀୟ ଗୁଣ ବିଷୟରେ ଅବଗତ କରାଇବା ସହ ତାଙ୍କ ପ୍ରଚେଷ୍ଟାରେ କାଇଚଟଣୀକୁ ଭାରତ ସରକାରଙ୍କ ପକ୍ଷରୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିପାରିଥିଲା। ବାରିପଦା ପୂର୍ତ୍ତ ବିଭାଗରେ ସେ ସହକାରୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଥିଲେ ମଧ୍ୟ ସେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସହ ଜଡ଼ିତ ହୋଇ ଅନେକ ଉତ୍ସର୍ଗୀକୃତ ସେବା ପ୍ରଦାନ କରୁଥିଲେ। ସେ ଜଣେ ମେଳାପୀ ସ୍ବଭାବର ବ୍ୟକ୍ତି ଥିଲେ।

ବାରିପଦା ପୂର୍ତ୍ତ ବିଭାଗରେ ସେ ସହକାରୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଥିଲେ ମଧ୍ୟ ସେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସହ ଜଡ଼ିତ ହୋଇ ଅନେକ ଉତ୍ସର୍ଗୀକୃତ ସେବା ପ୍ରଦାନ କରୁଥିଲେ। ସେ ଜଣେ ମେଳାପୀ ସ୍ବଭାବର ବ୍ୟକ୍ତି ଥିଲେ। ତାଙ୍କ ବିୟୋଗ ମୟୂରଭଞ୍ଜବାସୀଙ୍କୁ ଗଭୀର ଦୁଃଖ ଦେଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe