ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

Advertisment

ପରଲୋକରେ ପୂର୍ବତନ ବଣାଇ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଲହୁଣୀପଡ଼ା ବ୍ଲକ୍ ଖୁଣ୍ଟାଗାଁ ନୂଆଡ଼ିହି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ସେ ବାର୍ଦ୍ଧକ୍ୟଜନିତ ସମସ୍ୟାରେ ପୀଡ଼ିତ ଥିଲେ।

ପରଲୋକରେ ପୂର୍ବତନ ବଣାଇ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଲହୁଣୀପଡ଼ା ବ୍ଲକ୍ ଖୁଣ୍ଟାଗାଁ ନୂଆଡ଼ିହି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ସେ ବାର୍ଦ୍ଧକ୍ୟଜନିତ ସମସ୍ୟାରେ ପୀଡ଼ିତ ଥିଲେ।

Untitled

ବଣାଇଁଗଡ଼: ପରଲୋକରେ ପୂର୍ବତନ ବଣାଇ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ବାର୍ଦ୍ଧକ୍ୟଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଲହୁଣୀପଡ଼ା ବ୍ଲକ୍ ଖୁଣ୍ଟାଗାଁ ନୂଆଡ଼ିହି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ହେମେନ୍ଦ୍ରଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ଏବଂ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଶେଷ ଦର୍ଶନ ପାଇଁ ବହୁ ବିଶିଷ୍ଟ ଲୋକ ଘରେ ପହଞ୍ଚିଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ବଣାଇ ନିର୍ବାଚନ ମଣ୍ଡଳୀରେ ତିନି ଥର ବିଧାୟକ ଥିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର। ସେ ୧୯୬୧ରୁ ୧୯୭୩ ମସିହା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଓ ଗଣପରିଷଦରୁ ତିନି ଥର ବଣାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବହୁ ବିଶିଷ୍ଟ ଲୋକ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲା ବଣାଇ ନିର୍ବାଚନ ମଣ୍ଡଳୀରେ ତିନି ଥର ବିଧାୟକ ଥିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର। ସେ ୧୯୬୧ରୁ ୧୯୭୩ ମସିହା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଓ ଗଣପରିଷଦରୁ ତିନି ଥର ବଣାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବହୁ ବିଶିଷ୍ଟ ଲୋକ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe