ସୁନ୍ଦରଗଡ଼: ସୁନ୍ଦରଗଡ଼ ଖଣି ଚୋରି ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ସୁନ୍ଦରଗଡ଼ର ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ କୁସୁମ ଟେଟେ। ଉଚ୍ଚସ୍ତରୀୟ ତଦନ୍ତ ଲାଗି ସେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଦାବୀ କରିଛନ୍ତି।
ଏହି ଘଟଣାରେ ବଡ଼ ବଡ଼ ମାଫିଆ ଓ କିଛି ବରିଷ୍ଠ ରାଜନେତା ଓ ସରକାରୀ ଅଧିକାରୀ ସାମିଲ ଥିବାରୁ ଏହି ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତର ଦାବୀ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କୁସୁମ ଟେଟେ । ସେ ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ତାଙ୍କୁ ଭେଟି ଏହି ବିଷୟରେ ଆଲୋଚନା କରିବେ।
ବର୍ଷ ବର୍ଷ ଧରି କରାଯାଉଛି କଳା ହୀରାର କଳା କାରବାର । ଏହି ଘଟଣାରେ ବଡ଼ ବଡ଼ ମାଫିଆ ଓ କିଛି ବରିଷ୍ଠ ରାଜନେତା ଓ ସରକାରୀ ଅଧିକାରୀ ସାମିଲ ଥିବାରୁ ଏହି ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତର ଦାବୀ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କୁସୁମ ଟେଟେ । ସେ ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ତାଙ୍କୁ ଭେଟି ଏହି ବିଷୟରେ ଆଲୋଚନା କରିବେ।
crime
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/post_attachments/wp-content/uploads/2019/03/kusum.jpg)