ବାପାର ଛୁରାମାଡ଼ରେ ଚାଲିଗଲା ନାବାଳକ ପୁଅର ଜୀବନ, ଅଭିଯୁକ୍ତ ଫେରାର

Advertisment

ବାପାର ଛୁରାମାଡ଼ରେ ନାବାଳକ ପୁଅର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଦଳା ଥାନା ନେଦାମ ଗ୍ରାମର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ଧରି ଖଇରା ଥାନା ନରମା ଗ୍ରାମରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ।

ବାପାର ଛୁରାମାଡ଼ରେ ନାବାଳକ ପୁଅର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଦଳା ଥାନା ନେଦାମ ଗ୍ରାମର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ଧରି ଖଇରା ଥାନା ନରମା ଗ୍ରାମରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ।

bhu

ସୋର:  ବାପାର ଛୁରା ମାଡ଼ରେ ନାବାଳକ ପୁଅର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ନେଦାମ ଗ୍ରାମର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ଧରି ଖଇରା ଥାନା ନରମା ଗ୍ରାମରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ। ମାକୁ ରକ୍ଷା କରିବାକୁ ଯାଇ ବଡ଼ ପୁଅ ରାଜେଶ ସିଂ ପ୍ରତିବାଦ କରିଥିଲେ। ଏଥିରେ ଯୋଗେନ୍ଦ୍ର ରାଗିଯାଇ ଏକ ଛୁରାରେ ପୁଅ ରାଜେଶର ଛାତିକୁ ଆକ୍ରମଣ କରିଥିଲେ।

ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ନେଦାମ ଗ୍ରାମର ଯୋଗେନ୍ଦ୍ର ସିଂ ତାଙ୍କ ପରିବାରକୁ ନେଇ ୬ ବର୍ଷ ଧରି ଖଇରା ଥାନା ନରମା ଗ୍ରାମରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ତାଙ୍କ ସ୍ତ୍ରୀ ମୁନି ସିଂକୁ କୌଣସି କାରଣରୁ ମାଡ଼ ମାରିଥିଲେ। ମାକୁ ରକ୍ଷା କରିବାକୁ ଯାଇ ବଡ଼ ପୁଅ ରାଜେଶ ସିଂ ପ୍ରତିବାଦ କରିଥିଲେ। ଏଥିରେ ଯୋଗେନ୍ଦ୍ର ରାଗିଯାଇ ଏକ ଛୁରାରେ ପୁଅ ରାଜେଶର ଛାତିକୁ ଆକ୍ରମଣ କରିଥିଲେ। ପରିବାର ଲୋକେ ରାଜେଶକୁ ଉଦ୍ଧାର କରି ପ୍ରଥମେ ଔପଦା ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତରଙ୍କ ଅନୁପସ୍ଥିତି ଥିବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ହତ୍ୟାକାରୀ ବାପା ଯୋଗେନ୍ଦ୍ର ଫେରାର ଥିବା ଜଣାପଡ଼ିଛି।

ପରିବାର ଲୋକେ ରାଜେଶକୁ ଉଦ୍ଧାର କରି ପ୍ରଥମେ ଔପଦା ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତରଙ୍କ ଅନୁପସ୍ଥିତି ଥିବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ହତ୍ୟାକାରୀ ବାପା ଯୋଗେନ୍ଦ୍ର ଫେରାର ଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe