ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ  ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁଁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI  କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I

zx

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ  ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI  କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I

ଗୁଣପୁର ସ୍ଥିତ  ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁଁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI  କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ନିଆଁ ଲାଗିଥିବା ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛିI ନିଆଁ ଲାଗିବା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁI

ନିଆଁ ଲାଗିଥିବା ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛିI ନିଆଁ ଲାଗିବା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁI

fire

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe