Fire Jharsuguda Railway Railway Station ଝାରସୁଗୁଡ଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ନିଆଁ ଲିଭା କାମରେ ନିୟୋଜିତ ଅଗ୍ନିଶମ ବାହିନୀ

Advertisment

ଆଜି ଦିନ ପ୍ରାୟ ୧୧ଟା ବେଳେ ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏସିରୁ ସର୍ଟ ସର୍କିଟ ହୋଇ Fire ଲାଗିଥିବା ବେଳେ ସମଗ୍ର ଷ୍ଟେସନ ଧୂଆଁମୟ ହୋଇଯାଇଛି।

ଆଜି ଦିନ ପ୍ରାୟ ୧୧ଟା ବେଳେ ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏସିରୁ ସର୍ଟ ସର୍କିଟ ହୋଇ Fire ଲାଗିଥିବା ବେଳେ ସମଗ୍ର ଷ୍ଟେସନ ଧୂଆଁମୟ ହୋଇଯାଇଛି।

Untitled

Fire At Jharsuguda Railway Railway Station Photograph: (sambad.in)

ଝାରସୁଗୁଡ଼ା: ଆଜି ଦିନ ପ୍ରାୟ ୧୧ଟା ବେଳେ ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏସିରୁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ବେଳେ ସମଗ୍ର ଷ୍ଟେସନ ଧୂଆଁମୟ ହୋଇଯାଇଛି। ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛି।

ଘଟଣା ପରେ ଷ୍ଟେସନ ପରିସରରୁ ସମସ୍ତ ଯାତ୍ରୀଙ୍କୁ ପ୍ଲାଟଫର୍ମରୁ ବାହାର କରି ଦିଆଯାଇଥିବା ବେଳେ ଘଟଣାସ୍ଥଳରେ ଆରପିଏଫ, ଜିଆରପି, ଝାରସୁଗୁଡ଼ା ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣରେ ଲାଗିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସମଗ୍ର ଷ୍ଟେସନର ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି।

ଆହୁରି ପଢ଼ନ୍ତୁ:  ସଇଁତଲାରେ ନୂତନ ଅଟଳ ବସଷ୍ଟାଣ୍ଡ ଉଦଘାଟନ ଫଳକ ଭାଙ୍ଗିବା ପଡ଼ିଲା ମହଙ୍ଗା, ବନ୍ଧା ହେଲେ ଡୁଙ୍ଗୁରିପାଲି ସରପଞ୍ଚ

ରେଳ ଚଳାଚଳ ବ୍ୟାହତ 

ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି କଣ ହୋଇଛି ଜଣା ପଡ଼ିପାରିନାହିଁ। ସେପଟେ ସ୍ଥିତି ନିୟନ୍ତ୍ରଣକୁ ଆସିବା ସହ ବୈଦ୍ୟୁତିକ ଯୋଗାଯୋଗ ଠିକ ନହେବା ଯାଏ ରେଳ ଚଳାଚଳ ବ୍ୟାହତ ରହିବ ବୋଲି ସୂଚନା ମିଳିଛି।

Cricketer Alyssa Healy Will Retire ଆଉ ଖେଳିବେନି ଆଲିସା, ଭାରତ ସିରିଜ୍‌ ପରେ ନେବେ ଅବସର
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe