ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ:

Advertisment

କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି।

sl

ଜୟପୁର: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ତେଣେ ଏସଏନ ସିୟୁରୁ ନବଜାତମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।

ତେବେ କେଉଁ କାରଣରୁ ନିଆଁ ଲାଗିଛି, ସେନେଇ ମେଡିକାଲ୍ କଲେଜ୍ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇନାହାନ୍ତି।  ମେଡିକାଲ ନିକଟରେ ଜନଗହଳି ପରିଲକ୍ଷିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe