ମା’ ତାରିଣୀ ମନ୍ଦିର ସମ୍ମୁଖରେ ଥିବା ଭୋଗ ଦୋକାନରେ ଅଗ୍ନିକାଣ୍ଡ

Advertisment

ଆଜି ରାତି ପ୍ରାୟ ସାଢ଼େ ୯ଟାବେଳେ ମା’ ତାରିଣୀ ମନ୍ଦିର ୩ ନମ୍ବର ଗେଟ୍‌ ସମ୍ମୁଖରେ ଥିବା ଭୋଗ ଦୋକାନରେ ନିଆଁ ଲାଗିଛି। ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

tarini

ଘଟଗାଁ: ଆଜି ରାତି ପ୍ରାୟ ସାଢ଼େ ୯ଟାବେଳେ ମା’ ତାରିଣୀ ମନ୍ଦିର ୩ ନମ୍ବର ଗେଟ୍‌ ସମ୍ମୁଖରେ ଥିବା ଭୋଗ ଦୋକାନରେ ନିଆଁ ଲାଗିଛି। ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe