ଭାଇ ଭଉଣୀଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର, କାରଣ ଅସ୍ପଷ୍ଟ

Advertisment

ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ ଭାଇଭଉଣୀ ଗୁରୁତର ହୋଇଛନ୍ତି । 

ନୂଆବର୍ଷ ଭୋଜିରେ ଫୁଟିଲା ଗୁଳି: ବଡ଼ର ଗୁଳିମାଡ଼ରେ ସାନଭାଇର ମୃତ୍ୟୁ

ଅନୁଗଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ ଭାଇଭଉଣୀ ଗୁରୁତର ହୋଇଛନ୍ତି । 

୯ ବର୍ଷର ଭାଇ ଓ ୧୩ ବର୍ଷ ଭଉଣୀର ପେଟରେ ଗୁଳି ବାଜିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକକୁ ସ୍ଥାନାନ୍ତର କରାଯାଇଛି । ତେବେ କୁନି କୁନି ଭାଇ ଭଉଣୀଙ୍କୁ କାହିଁକି ଗୁଳିମାଡ଼ ହୋଇଛି, ତାର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ କିଶୋରନଗର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe